The following text field will produce suggestions that follow it as you type.

Barnes and Noble

Dhyana Geeta

Current price: $16.00
Dhyana Geeta
Dhyana Geeta

Barnes and Noble

Dhyana Geeta

Current price: $16.00

Size: OS

Loading Inventory...
CartBuy Online
*Product information may vary - to confirm product availability, pricing, shipping and return information please contact Barnes and Noble
ବାସ୍ତବରେ, ପ୍ରକୃତି ସିଧା ସଳଖ ଭାବେ କିଛି କରାଇ ଦିଏ ନାହିଁ । ତେଣୁ, ଶୁଦ୍ଧ ମନ ବା ଚେତନା ଦ୍ୱାରା ବିକାଶ ପାଇଁ ସମ୍ୟକ ଧ୍ୟାନର ଆବଶ୍ୟକତା ଜରୁରୀ । ପ୍ରତି କର୍ମରେ ଧ୍ୟାନ ଯୋଡ଼ିଗଲେ, ସ୍ୱୟଂର ଉର୍ଜ୍ଜା ସମ୍ୟକ ଚେତନାର ରୂପନେଇ, ପ୍ରେମ, ସେବା, ସତ୍ୟ ଓ ବିଶ୍ରାମରେ ପହଞ୍ଚାଇଦିଏ । ବର୍ହିଜଗତରେ ପ୍ରକଟିତ ହେଉଥିବା ଅହଂକାର, ଅଭିଯୋଗ, ହିଂସା, ଦ୍ୱେଷ, ମହତ୍ ଆକାଂକ୍ଷା ଇତ୍ୟାଦି ଜଳିପୋଡ଼ି ଅନ୍ତର୍ଜଗତରେ ଛପି ରହିଥିବା ଧନ୍ୟବାଦ, ଅହୋଭାବ, ସାଧୁବାଦ, ଦୟା, କ୍ଷମା, କରୁଣାରେ ରୂପାନ୍ତରିତ ହୋଇଯିବ । ସେହି ଶୁଦ୍ଧିକରଣର ନାମ ଧାର୍ମିକତା, ଧର୍ମ ନୁହେଁ । ଧାର୍ମିକତା ଆଧ୍ୟାତ୍ମିକତାର ପରମ ପୁଞ୍ଜି । ସେହି ମହାଯାତ୍ରାର ଚାରୋଟି ଘାଟ, ଯେଉଁ ଘାଟ ଦେଇ ସମ୍ୟକ ଜୀବାତ୍ମା କରନ୍ତି ସ୍ନାନ । ସେହି ଚାରିଘାଟର ନାମ ସାକ୍ଷୀ, ଧ୍ୟାନ, ସମାଧି ଓ ସୁମିରଣ । ଏହି ଚାରୋଟି ଯେଉଁଠି ଧାର୍ମିକତା ସେଇଠି । ଧ୍ୟାନୀର ସହଜ, ଜାଗୃତ ଓ ସମ୍ବେଦନଶୀଳ ସ୍ଥିତିରୁ ଅସ୍ଥିତ୍ୱର ସଙ୍ଗୀତ ଅନୁଭବ ଦିଏ । ଫଳରେ ସାକ୍ଷୀ, ଚୈତନ୍ୟ, ଆତ୍ମସତ୍ତା, ପରମାତ୍ମାର ଭୂମିରେ ମହାନିଦ୍ରାରେ ବିଶ୍ରାମ ନିଏ, ଯାହାକୁ କହନ୍ତି ସମାଧି । ସେହି ସମାଧିରୁ ବିକଶିତ ଜ୍ୟୋତି ସ୍ୱରୁପର ନାମ ଆସିଲା ଧ୍ୟାନ ଗୀତା, ଆନନ୍ଦ ଗୀତା ଓ ସାଧନା କଥାର ମିଳିତ ପ୍ରସାଦ । ଯାହାର ସାହାଯ୍ୟରେ ଜଣେ ଅତି ସାଧାରଣ ସଂସାରୀ ବୁଝିବାକୁ ସମର୍ଥ ହୋଇ ସ୍ୱୟଂର ଆତ୍ମଯାତ୍ରାରେ ପାଦଦେଇ ପାରିବ । ଏହି ଧ୍ୟାନ ଗୀତା ଅସ୍ଥିତ୍ୱର କଥା ଓ ଅନୁଭବର ବାର୍ତ୍ତା । ସେହି ପରମପୁରୁଷଙ୍କ ବିଭୂତିକୁ ପୁଷ୍ପାଞ୍ଜଳୀ ଦେବାର ଏକ କ୍ଷୁଦ୍ର ପ୍ରୟାସ ।

More About Barnes and Noble at The Summit

With an excellent depth of book selection, competitive discounting of bestsellers, and comfortable settings, Barnes & Noble is an excellent place to browse for your next book.

Powered by Adeptmind