The following text field will produce suggestions that follow it as you type.

Barnes and Noble

Ujuda Aadhara

Current price: $16.00
Ujuda Aadhara
Ujuda Aadhara

Barnes and Noble

Ujuda Aadhara

Current price: $16.00

Size: OS

Loading Inventory...
CartBuy Online
*Product information may vary - to confirm product availability, pricing, shipping and return information please contact Barnes and Noble
Things Fall Apart ସବୁଠୁ ଲୋକପ୍ରିୟ ହେବା ସହ ଆର୍ନ୍ତଜାତିକ ପାଠକୀୟ ସ୍ୱୀକୃତି ଲାଭ କରିଛି । ଏହି ପୁସ୍ତକଟି ଷାଠିଏରୁ ଊର୍ଦ୍ଧ୍ୱ ଭାଷାରେ ଅନୂଦିତ ହୋଇସାରିଛି । ଏଥିରେ ଏକ ଅନନ୍ୟ କାହାଣୀ ଓ ବର୍ଣ୍ଣନା ଶୈଳୀ ମାଧ୍ୟମରେ ସେ ୟୁରୋପୀୟ ଉପନିବେଶବାଦକୁ ଆଫ୍ରିକୀୟ ଦୃଷ୍ଟିଭଙ୍ଗୀରେ ଉପସ୍ଥାପନା କରିଛନ୍ତି । ଆଫ୍ରିକାର ନାଇଜେରିଆରେ ଇଂରେଜ ଉପନିବେଶବାଦର ସ୍ଥାପନ ହେଲା ପରେ ଇଂରାଜୀ ଶିକ୍ଷା, ସଭ୍ୟତା ଏବଂ ଖ୍ରାଷ୍ଟଧର୍ମର ପ୍ରଚାର ଓ ପ୍ରସାର ହେଲା । ଏଇ ଧକ୍‌କାରେ ନାଇଜେରିଆର ପାରମ୍ପରିକ ସମାଜ ଓ ସଂସ୍କୃତି ଭୁଷୁଡି ପଡ଼ିଲା । ଫଳରେ ନାଇଜେରିଆରେ ଏଯାବତ୍ ଚଳି ଆସୁଥିବା ପୁରୁଣା ଭାବଧାରା ଓ ମୂଲ୍ୟବୋଧର କ୍ରମଶଃ ବିଘଟନ ହେବାକୁ ଲାଗିଲା । ସାଂସ୍କୃତିକ ଆଧାର ଉଜୁଡ଼ି ଗଲା । ଇଂରେଜ ଶାସନ ଓ ଖ୍ରାଷ୍ଟ ଧର୍ମର ଚାପରେ ସାଧାରଣ ଦେଶୀୟ ଜନଜୀବନ ନିଜସ୍ୱ ସଂଗଠନ ହରାଇଲା । ଏମିତି ଏକ ବିକଳ ଓ ବିକଟ ପରିସ୍ଥିତିର ସାମ୍ନା କରୁକରୁ ଉପନ୍ୟାସର ନାୟକ ଓକୋଙ୍କୋ ଶେଷରେ ଆତ୍ମହତ୍ୟା କଲା । କାରଣ ତା ପାଇଁ ସାମାଜିକ ଓ ସାଂସ୍କୃତିକ ରହିତ ଜୀବନ - ଆଉ ଜୀବନ ହେଇ ରହିଲା ନାହିଁ । ଏପରି ଏକ ମର୍ମସ୍ପର୍ଶୀ ସଂଘର୍ଷକୁ ନେଇ Things Fall Apart ର କାହାଣୀ ଉପଜିବ୍ୟ । 'ଉଜୁଡ଼ା ଆଧାର' ଏଇ ସମ୍ବେଦନଶୀଳ ଉପନ୍ୟାସର ଓଡ଼ିଆ ରୂପାନ୍ତର । ଭାରତୀୟ / ଓଡ଼ିଆ ଭାବେ ଆମେ ମଧ୍ୟ ଉପରୋକ୍ତ ପରିସ୍ଥିତିର ସାମ୍ନା କରିଆସୁଛୁ । ଏଇ ପରିପ୍ରେକ୍ଷୀରେ ଏଇ ଅନୁବାଦଟି ଓଡ଼ିଆ ପାଠକଙ୍କୁ ଆମର ଭାଙ୍ଗି ଯାଉଥିବା ଆଧାର ସମ୍ପର୍କରେ ସଚେତନ କରିବ ବୋଲି ବିଶ୍ୱାସ ।

More About Barnes and Noble at The Summit

With an excellent depth of book selection, competitive discounting of bestsellers, and comfortable settings, Barnes & Noble is an excellent place to browse for your next book.

Powered by Adeptmind